କୋଟପାଡ଼ରେ “କୋରାପୁଟ ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ”ର ବାର୍ଷିକୋତ୍ସବ ଅନୁଷ୍ଠିତ
କୋଟପାଡ଼: କୋରାପୁଟ ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘର ବାର୍ଷିକ ଉତ୍ସବ କୋଟପାଡ଼ସ୍ଥିତ କଲ୍ୟାଣ ମଣ୍ଡପଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଜିଲ୍ଲା ସଭାପତି ଜ୍ଞାନେନ୍ଦ୍ର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ବହୁ!-->!-->!-->…