ଲାଞ୍ଚ ନେଲା ବେଳେ ଧରାପଡ଼ିଲେ ଏମସିଏଲ ଅଧିକାରୀ
ଭୁବନେଶ୍ବର/ସୁନ୍ଦରଗଡ଼: ୨୦ ହଜାର ଟଙ୍କା ଲାଞ୍ଚ ନେବା ମାମଲାରେ ଗିରଫ ମହାନଦୀ କୋଲ ଫିଲ୍ଡ ଲିମିଟେଡ୍ (ଏମସିଏଲ୍)ର ସୁନ୍ଦରଗଡ଼ ଜିଲ୍ଲା ବସୁନ୍ଧରା କ୍ଷେତ୍ର ମୁଖ୍ୟ ପ୍ରବନ୍ଧକ (ଖଣି) ଅଖିଳେଶ ବର୍ମାଙ୍କୁ ସିବିଆଇ ଜେଲ୍ ପଠାଇଦେଇଛି। ସେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ରହିବେ।!-->…