କଥା ହେଲେ ଜେଡି ଭାନ୍ସ ଓ ପିଏମ୍ ମୋଦି, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

ନୂଆଦିଲ୍ଲୀ: ମୋଦୀ-ଭାନ୍ସ ଫୋନରେ ଆଲୋଚନା । ମୋଦିଙ୍କୁ ଫୋନ୍ କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ । ଭାରତ-ଆମେରିକା ସମ୍ପର୍କ ନେଇ ବଡ଼ ଆଲୋଚନା । ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ । ରଣନୈତିକ ଭାଗିଦାରୀ ଉପରେ ଫୋକସ୍ । ବାଣିଜ୍ୟରୁ ପ୍ରତିରକ୍ଷା, ସହଯୋଗ ବଢ଼ାଇବେ…

୧୬୯ ଜନଜାତି ଗୋଷ୍ଠୀକୁ ST ତାଲିକାରେ ସାମିଲ କରିବା ନେଇ ନବୀନଙ୍କ ଦାବି

ଭୁବନେଶ୍ୱର : ରାଜ୍ୟର ୧୬୯ଟି ଜନଜାତି ଗୋଷ୍ଠୀକୁ ଅନୁସୂଚିତ ଜନଜାତି ତାଲିକାରେ ସାମିଲ କରାଯାଉ । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଉଦ୍ୟମ ଜାରି ରହିବ। ଶଙ୍ଖ ଭବନରେ ଆୟୋଜିତ ବିଶ୍ୱ ଆଦିମ ଜନଜାତି ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଏହି କହିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । …

ଶେଷ ପର୍ଯ୍ୟାୟରେ ବୃତଙ୍ଗ ଜଳସେଚନ ପ୍ରକଳ୍ପ : ୩୬ଟି ଗାଁର ୩୫ଶହ ହେକ୍ଟର ଜମିକୁ ପାଣି ମାଡ଼ିବ

ନୟାଗଡ଼: ଦଶପଲ୍ଲା ବୃତଙ୍ଗ ପ୍ରକଳ୍ପରୁ ଓଡ଼ଗାଁ ବ୍ଲକର ଚାଷ ଜମିକୁ ଜଳ ଯୋଗାଣ ପାଇଁ ସମସ୍ତ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।ପ୍ରଥମ ପର୍ଯ୍ୟାୟରେ ଓଡ଼ଗାଁ ବ୍ଲକର ୧୦ଟି ପଞ୍ଚାୟତର ୩୬ଟି ଗାଁ ସାମିଲ ରହିଛି । ଓଡ଼ଗାଁ ଚାଷୀଙ୍କ ସ୍ବପ୍ନ ସାକାର ହୋଇଥିବାରୁ ରାଜ୍ୟ ସରକାରଙ୍କୁ ସାଧୁବାଦ…

ବାଲିଗୁଡାରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଆଦିବାସୀ ଜନଜାତିଙ୍କ କିଛି ଅଧିକାର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ଉପ…

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ପ୍ରଥମ ସେମି ଫାଇନାଲରେ ପେନାଲଟିକ ସୁଟ ଜରିଆରେ ସିନ୍ଦ୍ରିଗାଁ ଦଳ ବିଜୟୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ଏହି ଚମ୍ପିୟାନସିପ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ l ଏଥିରେ ବାଲିଗୁଡା ସମେତ ସୀତାପଡି,…

ଢେପାଗୁଡ଼ାରେ ଭୂ-ସ୍ଖଳନ ଆଶଙ୍କା; ପ୍ରଶାସନର ନିଷେଧାଜ୍ଞା ସ୍ୱତ୍ତେ ଭିଟାମାଟି ଛାଡୁନାହାନ୍ତି ଗ୍ରାମବାସୀ

ଭଞ୍ଜନଗର:ବାରମ୍ବାର ଭୂ-ସ୍ଖଳନ ଘଟି ଜନ ଜୀବନ ପ୍ରତି ବିପଦ ସୃଷ୍ଟି କରିଥିବା ଢ଼େପଗୁଡ଼ା ଗ୍ରାମବାସୀଙ୍କ ପାଇଁ ଏବେ ନିର୍ଣ୍ଣାୟକ ସ୍ଥିତି ଉପୁଜିଛି। ଗୁରୁବାର ରାତିରେ ଗ୍ରାମର ବିଜୟ ନାୟକ, ଅନନ୍ତ ନାୟକ ଓ ବୃନ୍ଦା ନାୟକଙ୍କ ଘର ସମ୍ମୁଖରେ ଭୁ – ସ୍ଖଳନ ଘଟି ଏକ ବିରାଟ ଗର୍ତ୍ତ ସୃଷ୍ଟି ହେବା…

ଗ୍ରାମୀଣ ନାଟ୍ୟ ଦିବସ ପାଳିତ

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ " ଏବଂ ୟୁଟ୍ୟୁବ ଚାନେଲ ସୁହାନୀ କ୍ରିଏସନ ଓ ତିରୁପତି ଓଡ଼ିଆ ପ୍ରଡକ୍ସନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ହିଲପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ପବିତ୍ର ଗ୍ରାମୀଣ ନାଟ୍ୟ ଦିବସ…

ଓଡ଼ିଶା ହାଇକୋର୍ଟର ୨ ବିଚାରପତିଙ୍କ ବଦଳି ପାଇଁ ସୁପାରିଶ

ଭୁବନେଶ୍ୱର: ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ଦୁଇଜଣ ବିଚାରପତିଙ୍କୁ ବଦଳି କରିବାକୁ ସୁପାରିଶ କରିଛନ୍ତି। ସୁପ୍ରିମକୋର୍ଟଙ୍କ ଦ୍ୱାରା ଜାରି ଏକ ବିବୃତ୍ତି ଅନୁଯାୟୀ, ଅଗଷ୍ଟ ୬ ତାରିଖରେ ଅନୁଷ୍ଠିତ କଲେଜିୟମର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କଲେଜିୟମ ଜଷ୍ଟିସ ମାନଶ ରଞ୍ଜନ…

ଚମ୍ପୁଆ ବଜାରରେ ପଶିଲେ ୧୮ ଟିକିଆ ହାତୀପଲ

ଚମ୍ପୁଆ : ଗତ ଦୁଇ ଦିନ ତଳେ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନରୁ ଚମ୍ପୁଆ ସେକ୍ସନକୁ ପଶି ଆସିଥିବା ୧୮ ଟିକିଆ ହାତୀପଲ ଗତରାତି ଶଶାଙ୍ଗ ବୈତରଣୀ କୂଳରେ ପହଂଚି ଥିଲେ। ବୈତରଣୀ ନଦୀ ପାର ହୋଇ ମୟୁରଭଞ୍ଜ ଯିବାକୁ ଉଦ୍ୟମ ମଧ୍ୟ କରିଥିଲେ। ମାତ୍ର ବୈତରଣୀ ନଦୀ ବଢ଼ି ଯୋଗୁଁଁ ନଦୀ ପାର ହୋଇ…

ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀରେ ତୃତୀୟ ବନ୍ୟା, ବଢ଼ିଲା ନଦୀକୂଳିଆଙ୍କ ଚିନ୍ତା

ଯାଜପୁର ଟାଉନ: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀରେ ତୃତୀୟବନ୍ୟା। ଆଖୁଆପଦା, ବଲ୍ଲଭିଘାଟ ଓ ଦଶରଥପୁରରେ ବୈତରଣୀରେ ଜଳସ୍ତର ବୃଦ୍ଧି ପାଇଛି । ଆଖୁଆପଦାରେ ବିପଦ ସଂକେତ ୧୮ ଦଶମିକ ୩୩ ମିଟର ଥିବା ବେଳେ ବର୍ତ୍ତମାନ ସତର୍କ ସୂଚନା ଉପରେ ୧୮.୦୩ମିଟରରେ ବନ୍ୟା ଜଳ ପ୍ରବାହିତ ହେଉଛି…