ଜିଲ୍ଲାସୀମାନ୍ତରେ ଆତ୍ମସମର୍ପଣ କଲେ ୧୨ ମାଓବାଦୀ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ଦନ୍ତେୱାଡା ଜିଲ୍ଲାରେ ପୋଲିସ ସମ୍ମୁଖରେ ମୁଖ୍ୟସ୍ରୋତକୁ ଫେରିବା ପାଇଁ ୧୨ ଜଣ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ଏଥିମଧ୍ୟରୁ ୯ ଜଣ ମାଓବାଦୀଙ୍କ ଉପରେ ମୋଟ ୨୮ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଥିଲା। ଏହି ମାଓବାଦୀ ମାନେ!-->…