ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨ ଚାଷୀ ମୃତ
କଳାହାଣ୍ଡି : ଚାଷ ଜମିରେ ପାଣି ମଡାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଚାଷୀଙ୍କ ମୃତ୍ୟୁ l ମୃତକ ଦୁଇ ଚାଷୀ ହେଲେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଡ଼ ପୋଡ଼ାଗୁଡା ଗାଁର ଚାଷୀ ଧନୁର୍ଯ୍ୟ ମଶ୍ରା ଓ କଛାରପଡା ଗ୍ରାମର ଅନିରୁଦ୍ଧ ନାଏକ l ସେମାନେ!-->…