ଭୁବନେଶ୍ୱରରେ ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଜଣ ନିଶା ବ୍ୟବସାୟୀ ଗିରଫ
ଭୁବନେଶ୍ୱର : ମୈତ୍ରୀ ବିହାର ଥାନା ଅଞ୍ଚଳରେ ଚାଲିଥିଲା ଧଳାଜହର କାରବାର । ୨୫୪ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ । ୩ ମୋଟର ସାଇକେଲ ସହ ୩ହଜାର ଟଙ୍କା ଜବତ। ୫ ଅଭିଯୁକ୍ତଙ୍କ ଭିତରୁ ଜଣେ ଅଭିଯୁକ୍ତ ରାଜେନ୍ଦ୍ର!-->…