ମହାକାଶରେ ଶେଷ ସପ୍ତାହରେ ପାଦ ଦେଲେ ଶୁଭାଂଶୁ ଶୁକ୍ଳା
ନୂଆଦିଲ୍ଳୀ: ସ୍ପେସ୍ ଏକ୍ସର ଆକ୍ସିୟମ ମିଶନ-୪ର ସଫଳ ଉତକ୍ଷେପଣ ପରେ ମହାକାଶ ଯାଇଛନ୍ତି ଶୁଭାଂଶୁ ଶୁକ୍ଳା। ଏବେ ମହାକାଶରେ ସେ ନିଜର ଶେଷ ସପ୍ତାହରେ ପାଦ ଥାପିଛନ୍ତି। ଆଜି ସେ ଦେଶ ସହ ଯୋଗାଯୋଗ କରିବେ ବୋଲି ସୂଚନା ରହିଛି। ଏବେ ମହାକାଶଚାରୀମାନେ ଏକ ବିରାଟ ବୈଜ୍ଞାନିକ ପରୀକ୍ଷଣ ପାଇଁ!-->…