ବଜ୍ରାଘାତରେ ଦୁଇ ଭାଇ ମୃତ
ଭଦ୍ରକ,୭।୭: ଭଦ୍ରକ ଜିଲାର ତିହିଡି ବ୍ଲକ ଅନ୍ତର୍ଗତ ହରସିଂହପୁର ପଞ୍ଚାୟତର ଚଣ୍ଡିସାହି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଚାଷ କରୁଥିବା ବେଳେ ବଜ୍ରାଘାତରେ ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି, ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ଚଣ୍ଡିସାହି ଗ୍ରାମର ତିନି ଜଣ ଚାଷୀ ଚାଷ!-->!-->!-->…