ଭାରତ ମସୁଦର ଠିକଣା ବିଷୟରେ ସୂଚନା ଦେଲେ ଆମେ ଖୁସିରେ ଗିରଫ କରିବୁ: ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ
ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ପାକିସ୍ତାନ ପିପୁଲ୍ସ ପାର୍ଟି ଅଧ୍ୟକ୍ଷ ବିଲାୱଲ ଭୁଟ୍ଟୋ ଜର୍ଦାରୀ ଜୈସ-ଏ-ମହମ୍ମଦ ମୁଖ୍ୟ ମସୁଦ ଆଝାର ବିଷୟରେ ଏପରି ଏକ ବୟାନ ଦେଇଛନ୍ତି, ଯାହାକୁ ପାକିସ୍ତାନର ବାସିନ୍ଦା ବି ପ୍ରତ୍ୟାଖ୍ୟାନ କରିଦେବେ।ଜୈସ-ଏ-ମହମ୍ମଦର ମୁଖ୍ୟାଳୟ!-->…