ଆଡପ ମଣ୍ଡପରେ ଶ୍ରୀ ଜୀଉଙ୍କ କାଞ୍ଚି ଅଭିଯାନ ବେଶ
ବାଲିଗୁଡା : ପବିତ୍ର ଘୋଷଯାତ୍ରା ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମାଉସୀ ମା’ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ କାଞ୍ଚି ଅଭିଯାନ ବେଶ ହୋଇଥିଲା। ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ବିଭିନ୍ନ ନୀତିକାନ୍ତିରେ ଗୁଣ୍ଡିଚା ମନ୍ଦିରରେ!-->…