ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍
ଭୁବନେଶ୍ବର: ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ଏନେଇ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ତେବେ ଗେଟ୍ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ସକାଳ ୧୦ଟାରେ ଖୋଲିବ ୭ ନମ୍ବର ଗେଟ୍ । ପୂଜାର୍ଚ୍ଚନା ପରେ!-->…