ଜନଶୁଣାଣି ବେଳେ ବିଏମସିର ଅତିରିକ୍ତ କମିଶନରଙ୍କୁ ମାଡ଼, ଦୁର୍ବୃତ୍ତଙ୍କ ଗିରଫ ଦାବିରେ କର୍ମଚାରୀଙ୍କ ଆନ୍ଦୋଳନ ଜାରି
ଭୁବନେଶ୍ୱର : ବିଏମସିରେ ଜନ ଶୁଣାଣି ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ । ପାଞ୍ଚ ଜଣ ଯୁବକ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ମାଡ଼ ମାରିବା ସହ ତାଙ୍କୁ ଅଫିସରୁ ଘୋଷାରି ଟାଣି ବାହରକୁ ନେଇ ଯାଇଥିବା ଦେଖାଯାଇଥିଲା । ଏହି ଘଟଣା ପରେ ଖାରବେଳ!-->…