ଘଞ୍ଚ ଜଙ୍ଗଲରେ ମାଓବାଦୀ -ସୁରକ୍ଷା କର୍ମୀ ଗୁଳି ବିନିମୟ : ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ…
ବାଲିଗୁଡା, : ମାଓ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲା ପୁଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ନିପାତ ହୋଇଛନ୍ତି। ଏଥିସହ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ!-->…