ଲୁଟେରା ଗିରଫ, ଚୋରୀ ସାମଗ୍ରୀ ଜବତ
ହିଞ୍ଜିଳିକାଟୁ : ଗତ କିଛି ଦିନ ଧରି ହିଞ୍ଜିଳି ଥାନା ଇଲାକାର ବିଭିନ୍ନ ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହେବା ସହ ଚୋରୀ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଥିଲା। ଲୁଟେରାଙ୍କୁ ଗିରଫ କରିବା ହିଞ୍ଜିଳି ପୁଲିସ ପାଇଁ ଚ୍ୟାଲେଞ୍ଜ ହୋଇପଡିଥିଲା। ଗତ ୩ ଦିନ ଧରି ହିଞ୍ଜିଳି ପୁଲିସ ଗୋଟିଏ ପରେ!-->…