ଖାମେନିଙ୍କୁ ଅପମାନିତ କରନ୍ତୁ ନାହିଁ ଟ୍ରମ୍ପ ; ନହେଲେ ନିଜର ଶକ୍ତି ଦେଖାଇବେ – ଇରାନର ବୈଦେଶିକ ମନ୍ତ୍ରୀ
ନୂଆଦିଲ୍ଲୀ : ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଅରାଘଚୀ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପାଲଟା ଜବାବ ଦେଇଛନ୍ତି । ସେ କହିଛନ୍ତି, ଯଦି ଟ୍ରମ୍ପ ସତରେ ଇରାନ ସହ ବୁଝାମଣା କରିବାକୁ ଚାହୁଁଛନ୍ତି ତେବେ ଅପମାନଜନକ ଭାଷାରୁ ଦୂରେଇ ରୁହନ୍ତୁ । ଇରାନର ସର୍ବୋଚ୍ଚ ନେତା ଆୟାତୁଲ୍ଲା!-->…