ଖୁବଶୀଘ୍ର ହୋଇପାରେ ବିଜେପି ରାଷ୍ଟ୍ରୀୟ ସଭାପତି ନିର୍ବାଚନ
ନୂଆଦିଲ୍ଲୀ: ବିଜେପି ରାଷ୍ଟ୍ରୀୟ ସଭାପତି ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢିଛି | ଦଳ ଆଜି ତିନୋଟି ରାଜ୍ୟରେ ରାଜ୍ୟ ସଭାପତି ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀ ଘୋଷଣା କରିଛି। ଏପର୍ଯ୍ୟନ୍ତ, ବିଜେପି ୧୪ଟି ରାଜ୍ୟରେ ଏହାର ରାଜ୍ୟ ସଭାପତିଙ୍କ ନାମ ଘୋଷଣା କରିଛି। ଯେତେବେଳେ!-->…