ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର
ନବରଙ୍ଗପୁର : ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ସରସ୍ଵତୀ ଶିଶୁ ମନ୍ଦିର, ନୂଆଗଡ, ନବରଙ୍ଗପୁର ପ୍ରାଙ୍ଗଣରେ “International Day Against Drug Abuse and Illicit Trafficking” ଦିବସକୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ!-->…