ଖରିଫ ନୀତି ନିର୍ଦ୍ଧାରଣ କମିଟି ବୈଠକ
ନବରଙ୍ଗପୁର : ଆଜି ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ନବରଙ୍ଗପୁର ଜିଲ୍ଲାର ଚଳିତ ଖରିଫ ଋତୁ ପାଇଁ ଖରିଫ ନୀତି ନିର୍ଦ୍ଧାରଣ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସୁଧୀରଞ୍ଜନ ବେହେରା, ଜିଲ୍ଲା ମୁଖ୍ୟ କୃଷି!-->…