ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ‘ଉଚ୍ଚସ୍ତରୀୟ କମିଟି’
ନୂଆଦିଲ୍ଲୀ/ଭୁବନେଶ୍ୱର: ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ଥିବା ସମସ୍ୟାର ସମାଧାନ ପାଇଁ ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ବୈଠକରେ କେନ୍ଦ୍ର ଭାରୀ ଶିଳ୍ପ ଏବଂ ଇସ୍ପାତ୍ ମନ୍ତ୍ରୀ ଏଚଡି କୁମାରସ୍ୱାମୀ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ସହ ଯୋଗ ଦେଇଛନ୍ତି!-->…