କୋଇଲା ଖଣି ଲୁଟର ତଦନ୍ତ ପାଇଁ ଗୋପାଳପୁରରେ ଭିଜିଲାନ୍ସର ଏସ ଆଇ ଟି ଟିମ୍
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଭିଜିଲାନ୍ସ ଏସ ଆଇ ଟି ଟିମ । କୋଇଲା ଖଣି ଲୁଟର ତଦନ୍ତ ପାଇଁ ଗ୍ରାଉଣ୍ଡ ଜିରୋରେ ଏସ ଆଇ ଟିର ୧୦ ଜଣିଆ ଟିମ୍ ତଦନ୍ତ ଆରମ୍ଭ କରିଛନ୍ତି।ହେମଗିରି ଗୋପାଳପୁର କୋଇଲା ଖଣି ଲୁଟ ଘଟଣାରେ ତେଲେନଡିହି, ରତନସରା ଏବଂ ଭୋଗ୍ରାକଛାର ଜଙ୍ଗଲରେ ଛାନଭିନ୍ କରୁଛି ଟିମ୍।
!-->!-->!-->…