ଉମରକୋଟ ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ…
ନବରଙ୍ଗପୁର /ଉମରକୋଟ: ତା୨୩.୬.୨୦୨୫:ଆଜି ଉମରକୋଟ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ!-->…