ପହଲଗାଓଁ ଆକ୍ରମଣ ମାମଲାରେ ଏନଆଇଏକୁ ବଡ଼ ସଫଳତା, ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ଅଭିଯୋଗରେ ୨ ଗିରଫ
ଜମ୍ମୁ : ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ)କୁ ରବିବାର ବଡ଼ ସଫଳତା ମିଳିଛି। ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟାଇଥିବା ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ଅଭିଯୋଗରେ ଦୁଇଜଣଙ୍କୁ ଗିରଫ କରିଛି ସଂସ୍ଥା। ଜମ୍ମୁ-କାଶ୍ମୀର ଅନନ୍ତନାଗର ପହଲଗାମରେ ଆତଙ୍କବାଦୀମାନେ ଏପ୍ରିଲ ୨୨ରେ ଏକ ଭୟଙ୍କର ଆକ୍ରମଣ!-->…