ପ୍ରବଳ ବର୍ଷା ନେଇ ସାରା ରାଜ୍ୟକୁ ୱାର୍ଣ୍ଣିଂ, ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର : ମାଡ଼ି ଆସୁଛି ପଶ୍ଚିମାଝଡ଼ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଉପରେ ପଶ୍ଚିମା ଝଡ଼ର ପ୍ରଭାବ ରହିବ। ଏପଟେ ଉତ୍ତର ଓଡ଼ିଶା ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ବଙ୍ଗୋପସାଗରରେ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟିର…

ସର୍ପାଘାତରେ ମାଆ-ପୁଅ ମୃତ

ଗଜପତି: ଶୋଇଥିଲେ ମାଡ଼ି ଆସିଲା କାଳ । ସାପ କାମୁଡ଼ାରେ ମାଆ ଓ ପୁଅ ମୃତ । ଗଜପତି ରାୟଗଡ଼ା ବ୍ଲକ କଡମ୍ବାତାଳ ଗାଁରୁ ଆସିଛି ଦୁଃଖଦ ଓ ହୃଦୟବିଦାରକ ଖବର । ସୌଭାଗ୍ୟବଶତଃ ବଞ୍ଚିଯାଇଛନ୍ତି ବାପା ଓ ଦେଢ଼ ବର୍ଷର ଝିଅ । ମୃତକ ଅଜୟ କୁମାର ବଡ଼ରଇତଙ୍କ ପତ୍ନୀ ଲଳିତା ଓ ୭ ବର୍ଷର ପୁଅ ଅମିତ ।…

କରଡାପଲି ଗାଁରେ ଡାଇରିଆ ଆତଙ୍କ, ୫୦ରୁ ଅଧିକ ଆକ୍ରାନ୍ତ

ବାଙ୍କୀ: ବାଙ୍କୀରେ ଡାଇରିଆ ଆତଙ୍କ । ୫୦ରୁ ଅଧିକ ଆକ୍ରାନ୍ତ । କଟକ ଜିଲ୍ଲା ବାଙ୍କୀ ବ୍ଲକ କାଳିପୋଇ ପଞ୍ଚାୟତର କରଡାପଲି ଗାଁରେ ଡାଇରିଆ ଆତଙ୍କ ଖେଳାଇଛି । ଗତ ଦୁଇ ଦିନରେ ୫୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ମହିଳା, ପୁରୁଷଙ୍କ ସମେତ ଛୋଟ ଛୋଟ ପିଲା ମଧ୍ୟ ଅଛନ୍ତି…

ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମି ସୁଦୃଢ଼ ପାଇଁ ପଦକ୍ଷେପ ; ପୁରୀରେ ସ୍ଥାପନ କରାଯିବା ନୂତନ ରାଡାର

ଭୁବନେଶ୍ୱର : ପାଣିପାଗ ଏବଂ ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ ମାଧ୍ୟମରେ ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମି ସୁଦୃଢ଼ କରିବା ନିମନ୍ତେ ରାଜ୍ୟ ସରକାର ଉଦ୍ୟମରତ ଅଛନ୍ତି। ରାଜ୍ୟରେ ପାଣିପାଗ ସ୍ଥିତି ଜାଣିବା ପାଇଁ ୫୭୩କି.ମି ଉପକୂଳ ଅଞ୍ଚଳରେ ୧୨୨ଟି…

୧୨,୫୭୨ ଭୋଟର ଅଯୋଗ୍ୟ ଘୋଷିତ, ତ୍ରୁଟି ପାଇଁ ୫୮ଲକ୍ଷ ୩୬ହଜାର ୪୩୦ଜଣଙ୍କ ନାମରେ ନୋଟିସ୍‌

ଭୁବନେଶ୍ବର : ରାଜ୍ୟରେ ଭୋଟର୍‌ ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ପ୍ରକ୍ରିୟା ଚାଲିଛି। ତ୍ରୁଟି ପାଇଁ ମୋଟ ୫୮ଲକ୍ଷ ୩୬ହଜାର ୪୩୦ଜଣ ଭୋଟରଙ୍କ ନାମରେ ନୋଟିସ୍‌ ଜାରି ହୋଇଛି। ସେଥିମଧ୍ୟରୁ ୫୭ଲକ୍ଷ ୭୭ହଜାର ୫୬୫ଜଣ ଭୋଟରଙ୍କୁ ସଫଳତାର ସହ ନୋଟିସ୍‌ ପ୍ରଦାନ କରାଯାଇସାରିଛି।…

ନୋତର ଗ୍ରାମ ପଞ୍ଚାୟତରେ ମିଶ୍ରଣ ପର୍ବ : ବିଜେଡି କର୍ମୀ ବିଜେପିରେ ସାମିଲ

ନୟାଗଡ଼: ନୟାଗଡ଼ ବ୍ଲକ ଅନ୍ତର୍ଗତ ନୋତର ଗ୍ରାମ ପଞ୍ଚାୟତରେ ଆଜି ଏକ ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଏବଂ ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ…

ଗଞ୍ଜାମ ମହାବିଦ୍ୟାଳୟର ୫୮ତମ ସ୍ୱନକ୍ଷତ୍ର ଦିବସ ପାଳିତ

ଭଲ ମଣିଷ ହେବା ସହ ମା’ବାପା ଓ ଶିକ୍ଷକଙ୍କୁ ସମ୍ମାନ ଦେବାକୁ ବିଧାୟକଙ୍କ ପରାମର୍ଶ ଛତ୍ରପୁର : ଗଞ୍ଜାମ ମହାବିଦ୍ୟାଳୟର ୫୮ତମ ସ୍ୱନକ୍ଷତ୍ର ଦିବସ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷା ଡ. ସ୍ମରଣିକା ହୋତାଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଏହି ଅବସରରେଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର…

ଗ୍ରାହକଙ୍କ ଆକାଉଣ୍ଟରୁ ୩ କୋଟି ଲୁଟିଲେ ବାପ-ପୁଅ

ବଡ଼ବିଲ: ବ୍ୟାଙ୍କ ଗ୍ରାହକଙ୍କ ଆକାଉଣ୍ଟରୁ କୋଟି କୋଟି ଟଙ୍କା ହଡ଼ପ କରିବା ଅଭିଯୋଗରେ ଏକ ଘରୋଇ ବ୍ୟାଙ୍କର ପୂର୍ବତନ ଅଧିକାରୀ ଏବଂ ତାଙ୍କ ବାପାଙ୍କୁ କେନ୍ଦୁଝର ଜିଲ୍ଲା ପୋଲିସ ଗିରଫ କରିଛି । ବ୍ୟାଙ୍କ ଉପରେ ଥିବା ଲୋକଙ୍କ ବିଶ୍ୱାସର ସୁଯୋଗ ନେଇ ଏହି ବଡ଼ ଧରଣର ଆର୍ଥିକ କେଳେଙ୍କାରୀ…

ଦାଦନ ସମସ୍ୟା ରୋକିବ ‘ପ୍ରୋଜେକ୍ଟ ବ୍ଲେସ୍’: ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟରେ ଦାଦନ ସମସ୍ୟାକୁ ଦୂର କରିବା ଏବଂ ବାଧ୍ୟତାମୂଳକ ସ୍ଥାନାନ୍ତରଣ ରୋକିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଏହି ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ପକ୍ଷରୁ ଏକ ତିନି ବର୍ଷିଆ ଅଭିଯାନ ‘ପ୍ରୋଜେକ୍ଟ ବ୍ଲେସ୍’ ଶୁଭାରମ୍ଭ…

ଓଡ଼ିଶା ହେବ ଫୁଡ୍‌ ପ୍ରୋସେସିଂ ହବ୍‌: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଓଡ଼ିଶାକୁ ଫୁଡ୍‌ ପ୍ରୋସେସିଂ ହବ୍‌ରେ ପରିଣତ କରିବାକୁ ଲକ୍ଷ୍ୟ। ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଓଡ଼ିଶାକୁ ଏକ ପ୍ରମୁଖ ନିବେଶ କେନ୍ଦ୍ରରେ ପରିଣତ କରିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରୟାସ। ଏଥିପାଇଁ ନୂଆଦିଲ୍ଲୀରେ ଆୟୋଜନ ହେଉଛି ‘ଓଡ଼ିଶା ଫୁଡ୍ ପ୍ରୋ–୨୦୨୬’। ଜାତୀୟ ସ୍ତରରେ…