ଶଙ୍କରାଖୋଲକୁ ନୂତନ ବ୍ଲକ ଗଠନ ପାଇଁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ଶଙ୍କରାଖୋଲକୁ ନୂତନ ବ୍ଲକ ଗଠନ କରିବାକୁ କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ମାନେ ବାଲିଗୁଡା ଉପ ଜିଲ୍ଲାପାଳ ଡା.ରୀନା ପ୍ରଧାନଙ୍କୁ ଭେଟି କିଛି ସମୟ ଆଲୋଚନା କରିବା ସହ ଦାବିପତ୍ର ପ୍ରଦାନ କରିଛନ୍ତି | ବିଭିନ୍ନ!-->…