କଂଗ୍ରେସର ବଡ଼ ସମାବେଶ: ଜୁଲାଇ ୯ରେ ରାହୁଲଙ୍କ ଓଡ଼ିଶା ଗସ୍ତ
ଭୁବନେଶ୍ୱର: ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜୁଲାଇ ଦ୍ବିତୀୟ ସପ୍ତାହର ଓଡ଼ିଶା ଆସିବେ । ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ ।ଭୁବନେଶ୍ୱରରେ କଂଗ୍ରେସ ପକ୍ଷରୁ ବଡ଼ ସମାବେଶ ହେବାକୁ ଯାଉଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା!-->…