ନୂତନ ଜାତୀୟ ଶିକ୍ଷାନୀତି କର୍ମଶାଳା
ମାଲକାନଗିରି : ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ନୂତନ ଜାତୀୟ ଶିକ୍ଷା ନୀତିକୁ ନେଇ ବିକାଶ ମେଳାରେ ଏକ କର୍ମଶାଳା ଆୟୋଜନ କରାଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ!-->…