ମାଛ ଧରିବାକୁ ଯାଇଥିବା ବେଳେ ବୃଦ୍ଧଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ

ମହାକାଳପଡ଼ା: ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି । ନିଖୋଜ ମାଛ ଧରାଳି ହେଲେ ବରକନ୍ଧା ଗ୍ରାମର ଚକ୍ରଧର ବେହେରା(୬୯)। ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଗ୍ରାମବାସୀ…

ଓଡ଼ିଶାରେ ହେବ ପରମାଣୁ ପ୍ଲାଣ୍ଟ ! ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଲେ ଟାଟା ଓ ଆଦାନୀ ଗ୍ରୁପ୍

ଭୁବନେଶ୍ୱର: ଓଡ଼ିଶାରେ ପରମାଣୁ ଶକ୍ତି ଉତ୍ପାଦନକୁ ନେଇ ବଡ଼ ଖବର। ରାଜ୍ୟରେ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ସ୍ଥାପନ ପାଇଁ ଦେଶର ଦୁଇ ବଡ଼ ଶିଳ୍ପ ଗୋଷ୍ଠୀ ଟାଟା ଗ୍ରୁପ୍ ଓ ଆଦାନୀ ଗ୍ରୁପ୍ ଓଡ଼ିଶା ସରକାରଙ୍କ ନିକଟରେ ଅଲଗା ଅଲଗା ପ୍ରସ୍ତାବ ଦେଇଛନ୍ତି। ତେବେ ଏହି ପ୍ରସ୍ତାବ ଉପରେ ସରକାର…

ଚାନ୍ଦପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନ ମେଳା ଉଦ୍‌ଘାଟିତ: ଶିଶୁ ବୈଜ୍ଞାନିକଙ୍କ ଦ୍ବାରା ପ୍ରକଳ୍ପ…

ନୟାଗଡ଼ (ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ଅନ୍ତର୍ଗତ ଚାନ୍ଦପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବାର୍ଷିକ ବିଜ୍ଞାନ ମେଳା ଆଜି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମର ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ ମା' ସରସ୍ୱତୀଙ୍କ ପୂଜାର୍ଚ୍ଚନା…

ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା

ନୟାଗଡ଼, (ନିସର୍ତ୍ତ): ନୟାଗଡ଼ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡାଏଟ), ରାଜସୁନାଖଳା ପରିସରରେ ବୁଧବାର ସକାଳ ୧୦ ଘଟିକାରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଓ ନବାଗତ ପ୍ରଶିକ୍ଷିକାଙ୍କ ସ୍ୱାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ ପ୍ରଶିକ୍ଷିକା ଅନିନ୍ଦିତା…

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ନୟାଗଡ଼ (ନିସର୍ତ୍ତ) : ୮୦ତମ ସ୍ୱାଧୀନତା ଦିବସ ପାଇଁ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ପକ୍ଷରୁ ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ, ରଣପୁର ପରିସରରେ ବ୍ଲକ ସ୍ତରୀୟ ବକ୍ତୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ରଣପୁର ବ୍ଲକର ବିଭିନ୍ନ ବିଦ୍ୟାଳୟରୁ…

ୟୁନିଅନ ବ୍ୟାଙ୍କ ପକ୍ଷରୁ ବ୍ୟାଙ୍କିଙ୍ଗ ସଚେତନତା କାର୍ଯ୍ୟକ୍ରମ

ନୟାଗଡ଼, ୦୬/୦୮(ନିସର୍ତ୍ତ) : ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ୟୁନିଅନ ବ୍ୟାଙ୍କ ଅଫ୍ ଇଣ୍ଡିଆ ରାଜସୁନାଖଳା ଶାଖା ପକ୍ଷରୁ ବ୍ୟାଙ୍କିଙ୍ଗ ସଚେତନତା କାର୍ଯ୍ୟକ୍ରମ ଗୁରୁବାର ଦିନ ଅପରାହ୍ନ ସମୟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ୟୁନିଅନ ବ୍ୟାଙ୍କର ଶାଖା ପରିଚାଳକ ଅଜିତ…

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ବାଲିଗୁଡା ଓ ସିପାଞ୍ଜିରୀ ଦଳ ବିଜୟୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ଏହି ଚମ୍ପିୟାନସିପ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ l ଏଥିରେ…

ନୟାଗଡ଼ – ଓଡ଼ଗାଁ ୩୩ କେଭି ନୂଆ ଲାଇନ ହେବ କାର୍ଯ୍ୟକ୍ଷମ: ବିଦ୍ୟୁତ୍ ବିଭ୍ରାଟରୁ ମୁକ୍ତ ହେବେ ଉପଭୋକ୍ତା

ନୟାଗଡ଼: ନୟାଗଡ଼ ଗ୍ରିଡରୁ ଓଡ଼ଗାଁ ଯାଇଥିବା ୩୩ କେଭି ବିଦ୍ୟୁତ୍ ସଂଯୋଗ ବାରମ୍ବାର ବାଧାପ୍ରାପ୍ତ ହେଉଥିବା ବେଳେ ବର୍ଷର ଅନେକ ସମୟରେ ଓଡ଼ଗାଁ ଓ ଶରଣକୁଳ ଅଞ୍ଚଳରେ ବିଦ୍ୟୁତ୍ କାଟ ସମସ୍ୟା ଲାଗିରହିଛି।ସାମାନ୍ୟ ବର୍ଷା ପବନ ହେଲେ ଏବଂ ମରାମତି ଆଳରେ ବାରମ୍ବାର ବିଦ୍ୟୁତ୍ କାଟ ଯୋଗୁଁ…

ଦେଶୀମଦ ଜବତ, ଦୁଇ ଗିରଫ

ବାଲୁଗାଁ : ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧୀକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ଟାଙ୍ଗୀ ରେଞ୍ଜ ଅବକାରୀ ଅଧିକାରୀ ଅଜିତ କୁମାର ପାତ୍ରଙ୍କ ନେତୃତ୍ୱରେ ବୁଧବାର ଦିନ ବାଣପୁର ଥାନା ଅନ୍ତର୍ଗତ କୁରୁଞ୍ଜିପୁର ରୋଡ ଓ ରୋଡ ଓ ନୀଳାଦ୍ରିପ୍ରସାଦ ରୋଡ ଅଞ୍ଚଳରେ ଚଢାଉ କରି ୧୫ ଲିଟର…

ଭୋଜି ଖାଇ ୭୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ

ଜଳେଶ୍ୱର : ଭୋଜି ଖାଇବା ପରେ ଅଚାନକ ଆରମ୍ଭ ହେଲା ଝାଡ଼ାବାନ୍ତି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ଖରିଦା ଗ୍ରାମରେ ଏହି ଘଟଣା ଦେଖାଦେଇଛି । ଏକ ଘର ପ୍ରତିଷ୍ଠା ଉତ୍ସବରେ ଭୋଜି ଖାଇବା ପରେ ଅଚାନକ ଝାଡ଼ାବାନ୍ତି ବ୍ୟାପିବାରୁ ଗ୍ରାମରେ ଆତଙ୍କ ସୃଷ୍ଟି ହୋଇଛି ।…