ବିମାନ ଦୁର୍ଘଟଣା: ମିଳିଲା ଆଉ ଏକ ବ୍ଲାକ୍ ବକ୍ସ
ଅହମଦାବାଦ: ବିମାନ ଦୁର୍ଘଟଣାର ପ୍ରକୃତ କାରଣ କଣ ? କେଉଁ ପରିସ୍ଥିତିରେ ମାଟିରୁ ଉଠୁ ଉଠୁ ଘଟିଗଲା ଏମିତି ଦୁର୍ଘଟଣା ? ତାର କାରଣ ଖୋଜା ଚାଲିଥିବା ବେଳେ ଏତି ମଧ୍ଯରେ ମିଳିଲା ଦୁର୍ଘଟଣାଗ୍ରସ୍ତ ବିମାନର ଦ୍ବିତୀୟ ବ୍ଲାକବକ୍ସ । ଅହମ୍ମଦାବାଦ ବିମାନ ଦୁର୍ଘଟଣା ସ୍ଥଳରୁ ଦ୍ବିତୀୟ ବ୍ଲାକ ବକ୍ସ!-->…