ବିକାଶ ମେଳା ଉପଲକ୍ଷେ ଜିଲ୍ଲା ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା
ନବରଙ୍ଗପୁର : ରାଜ୍ୟ ସରକାରଙ୍କ ମିଶନ୍ଶକ୍ତି ବିଭାଗର ନିର୍ଦ୍ଦେଶକ୍ରମେ ଓଡିଶାର ବିବିଧ ଓ ସମୃଦ୍ଧ ପାରମ୍ପରିକ ଖାଦ୍ୟର ପ୍ରଚାର ଓ ପ୍ରସାର ଲକ୍ଷ୍ୟରେ ନବରଙ୍ଗପୁର ଜିଲ୍ଲା ମିଶନ୍ଶକ୍ତି ବିଭାଗର ସହଯୋଗରେ ୧୪-୦୬-୨୦୨୫ ମଣ୍ଡେଇ ପଡିଆ ଠାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉପଲକ୍ଷେ ସୁଭଦ୍ରା!-->…