ଧର୍ମଶାଳାରେ ରୋଗୀଙ୍କୁ ଭେଟିଲେ ପିସିସି ସଭାପତି ଭକ୍ତ ଦାସ
ଧର୍ମଶାଳା : ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ମଧ୍ୟାହ୍ନରେ ପିସିସି ସଭାପତି ଭକ୍ତ ଦାସ ପହଞ୍ଚିଛନ୍ତି। ଧର୍ମଶାଳା ଅଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅନେକ ରୋଗୀ ଚିକିତ୍ସିତ ହେଉଥିବା ବେଳେ ଜାତୀୟ କଂଗେସ ଦଳ ପକ୍ଷରୁ ପିସିସି ସଭାପତି ଭକ୍ତ ଦାସ,!-->…