ଅହମ୍ମଦାବାଦ ବିମାନ ଦୁର୍ଘଟଣାର ହୃଦୟ ବିଦାରକ ଦୃଶ୍ୟ, ପୁଅକୁ ବଞ୍ଚାଇବାକୁ ନିଆଁ ସହ ଲଢୁଛି ମାଆ
ଅହମ୍ମଦାବାଦ: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୬୫ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ମଧ୍ୟରେ ବିମାନ ଭିତରେ ଥିବା ଲୋକମାନଙ୍କ ସହ ଦୁର୍ଘଟଣା ଘଟିଥିବା ଅଞ୍ଚଳରେ ରହୁଥିବା ଲୋକମାନେ ମଧ୍ୟ ସାମିଲ ଅଛନ୍ତି। ଏହି ଦୁର୍ଘଟଣା ପରେ ଏକ ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ!-->…