ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା
ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଜନବସତି ଅଞ୍ଚଳରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ!-->…