ବ୍ରହ୍ମପୁରରେ ଆୟୋଜିତ ହେବ ବିକାଶମେଳା ଓ ଜାତୀୟ ସ୍ତରୀୟ ପଲ୍ଲିଶ୍ରୀ ମେଳା
ଛତ୍ରପୁର : ସରକାର ଗଠନର ଏକବର୍ଷ ଉପଲବ୍ଧିରେ ଅନେକ ଉନ୍ନୟନ ମୂଳକ କାର୍ଯ୍ୟ କରାଯାଇ ବିକଶିତ ଓଡିଶା ପାଇଁ ପ୍ରଚେଷ୍ଟା ଅବ୍ୟାହତ ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଗତ ଏକ ବର୍ଷ ମଧ୍ୟରେ କେଉଁ ସବୁ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଅଛି ତାହାକୁ ଲୋକଲୋଚନରେ ପ୍ରକାଶ କରିବା ଉଦ୍ଦେଶ୍ୟରେ!-->!-->!-->…