ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ
ଭୁବନେଶ୍ୱର: ଆଜି ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ, ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଯାଇଛି। ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ(IGNOU)ର ସ୍ନାତକ,!-->…