ବାଲିଗୁଡାରେ ପାରମ୍ପରିକ ଖାଦ୍ୟ ମେଳା : ଉତ୍ତମ ସ୍ବାସ୍ଥ୍ୟ ଗଠନରେ ପାରମ୍ପରିକ ଖାଦ୍ୟର ଆବଶ୍ୟକତା ରହିଛି
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା କଲ୍ୟାଣ ମଣ୍ଡପ ପରିସରରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ଓ ପ୍ରତିଯୋଗିତା ସିଡିପିଓ କ୍ରୀଷ୍ଣା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଲିଗୁଡା ବିଡିଓ ଅକ୍ଷୟ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର!-->…