ଚିଲିକାରୁ ୫ ଶହ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ଭୁବନେଶ୍ୱର: ମଝି ଚିଲିକାରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କରାଯାଉଛି। ପ୍ରଥମ ଦିନରେ ୫ଶହ ଏକର ଉଚ୍ଛେଦ କରାଯାଇଛି। ସୂଚନା ଅନୁଯାୟୀ, ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଚାଲିବ ଚିଙ୍ଗୁଡ଼ି ଘେରି ଉଚ୍ଛେଦ। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ଚିକଲଖଣ୍ଡି…

ଓଡ଼ଗାଁ ରଘୁନାଥଜୀଉଙ୍କ ହୁଣ୍ଡିଖୋଲିଲା: ୮ଲକ୍ଷ ୯ହଜାର ୪୯୭ ଟଙ୍କା ଆଦାୟ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଠାରେ ବିରାଜିତ ରଘୁନାଥ ଜୀଉଙ୍କ ହୁଣ୍ଡି ଖୋଲାଯାଇଛି । ଦେବୋତ୍ତର ବିଭାଗ,ରାଜସ୍ୱ ବିଭାଗ ଓ ପୁଲିସ ଉପସ୍ଥିତିରେ ଶ୍ରୀ ରଘୁନାଥ ଜୀଉଙ୍କ ହୁଣ୍ଡି ଖୋଲାଯାଇଛି। ହୁଣ୍ଡି ମଧ୍ୟରୁ ନଗଦ ୮ ଲକ୍ଷ ୯ ହଜାର ୪୯୭ ଟଙ୍କା ସମେତ ସୁନା ୧.୨୦୦ ମିଲିଗ୍ରାମ, ରୁପା…

ଲୋକସଭାରେ ବ୍ୟାଙ୍କର୍ସ ବୁକ୍ସ ବିଲ୍‌ ପାରିତ

ନୂଆଦିଲ୍ଲୀ: ବିରୋଧୀ ଦଳର ହଟ୍ଟଗୋଳ ମଧ୍ୟରେ ବୁଧବାର ଲୋକସଭାରେ କୌଣସି ଆଲୋଚନା ବିନା ବ୍ୟାଙ୍କର୍ସ ବୁକ୍ସ ଏଭିଡେନ୍ସ (ସଂଶୋଧନ) ବିଲ୍‌ ପାରିତ ହୋଇଛି। ଗୃହରେ ବିରୋଧୀ ସଦସ୍ୟମାନେ ବିଭିନ୍ନ ପ୍ରସଙ୍ଗକୁ ନେଇ ନାରାବାଜି କରୁଥିବା ବେଳେ ସରକାର ବିଲ୍‌ଟିକୁ ଧ୍ବନିମତରେ ପାରିତ କରିଥିଲେ। …

କିବେକଙ୍ଗାରୁ ଛତିଶଗଡ଼ ସୀମା ପର୍ଯ୍ୟନ୍ତ ନୂତନ ଆର୍‌ଡି ରାସ୍ତା ନିର୍ମାଣର ଶୁଭାରମ୍ଭ

ଦୁର୍ଗମ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାକୁ ମିଳିବ ନୂଆ ଗତି, ଲୋକଙ୍କ ମଧ୍ୟରେ ଖୁସିର ଲହର ଉମରକୋଟ / ରାଇଘର : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକର ଦୁର୍ଗମ ଆଦିବାସୀ ଅଞ୍ଚଳ କିବେକଙ୍ଗା ଗ୍ରାମବାସୀଙ୍କ ପାଇଁ ଏକ ନୂଆ ଆଶାର ସଞ୍ଚାର ହୋଇଛି। ଦୀର୍ଘଦିନର ଦାବି ପରେ କିବେକଙ୍ଗା ଠାରୁ…

ବ୍ରହ୍ମପୁର ରେଳଷ୍ଟେସନରେ ମାନ୍ୟବର ରାଷ୍ଟ୍ରପତିଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ବ୍ରହ୍ମପୁର : ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଅଂଶବିଶେଷ ଭାବେ ଗଞ୍ଜାମ ଜିଲ୍ଲାର ଦୁଇଦିନିଆ ଐତିହାସିକ ଗସ୍ତ ସଫଳତାର ସହ ସମାପ୍ତ ହୋଇଛି। ଗଞ୍ଜାମ ଜିଲ୍ଲାରେ ମାନ୍ୟବର ରାଷ୍ଟ୍ରପତିଙ୍କ ଉପସ୍ଥିତିକୁ ନେଇ ସମଗ୍ର ଜିଲ୍ଲାରେ ଉତ୍ସାହ ଓ ଆନନ୍ଦର ପରିବେଶ…

ଡିସେମ୍ବରରେ ସ୍ୱଦେଶ ଫେରିବେ ଶେଖ୍ ହସିନା: କହିଲେ ‘ମୃତ୍ୟୁ ଦଣ୍ଡକୁ ମୋର ଡର ନାହିଁ’

ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦୀର୍ଘ ଦୁଇ ବର୍ଷ ପରେ ସ୍ୱଦେଶ ଫେରିବା ନେଇ ବଡ଼ ଘୋଷଣା କରିଛନ୍ତି। ବୁଧବାର ଦିନ ନିଜର ଏକ ସମ୍ବୋଧନରେ ସେ କହିଛନ୍ତି ଯେ ସେ ଆସନ୍ତା ଡିସେମ୍ବର ମାସରେ ବାଂଲାଦେଶ ଫେରିବେ। ଯଦିଓ ସେ ପ୍ରତ୍ୟାବର୍ତ୍ତନର କୌଣସି ସଠିକ୍ ତାରିଖ…

ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲ ସକ୍ରିୟ ଭାବେ କାମ କରୁଛି : ନେତାନ୍ୟାହୁ

ଜେରୁଜେଲମ୍‌ : ଇରାନ ସହ ଜାରି ଥିବା ତିକ୍ତତା ଓ ବିଶ୍ୱ ରାଜନୀତିର ପରିବର୍ତ୍ତିତ ପରିସ୍ଥିତି ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ-ଇସ୍ରାଏଲ ସମ୍ପର୍କକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା…

ବିଜୟ ସରକାର ବଜେଟ : ମହିଳାଙ୍କୁ ସୁନା କଏନ ଓ ପିଲାଙ୍କୁ ମିଳିବ ୫ ଲକ୍ଷର AI ସ୍କିଲ୍ ଟ୍ରେନିଂ

ତାମିଲନାଡ଼ୁ : ତାମିଲନାଡୁର ବିଜୟ ସରକାର ବଜେଟ ୨୦୨୬-୨୭ରେ ମହିଳାମାନଙ୍କୁ ବଡ଼ ଉପହାର ଦେଇଛନ୍ତି । ବଜେଟରେ ବ୍ରଦର୍ସ ଗିଫ୍ଟ ସ୍କିମ ଅଧିନରେ ମହିଳାଙ୍କୁ ୮ ଗ୍ରାମର ସୁନାର କଏକ ଏବଂ ସିଲ୍କ ଶାଢି ଯୋଜନା ପାଇଁ ୮୧୨ କୋଟି ଟଙ୍କାର ପ୍ରସ୍ତାବ ଆଗତ କରିଛନ୍ତି । ଏହାକୁ ଝିଅ ବିବାହ ସମୟରେ…

ଲୋହିତ ସାଗରରେ ଭାରତୀୟ ଜାହାଜ ଉପରେ ଆକ୍ରମଣ, ୧୩ କ୍ରୁ ସଦସ୍ୟ ଉଦ୍ଧାର

ନୂଆଦିଲ୍ଲୀ : ଲୋହିତ ସାଗରରେ ଭାରତୀୟ ଜାହାଜକୁ ଆକ୍ରମଣ । ଜାହାଜରେ ଥିବା ସମସ୍ତ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ୟେମେନ ସରକାରୀ ସେନା ପକ୍ଷରୁ କୁହାଯାଇଛି । ଜାହାଜ ବୁଡ଼ିଯାଇ ଥିବା ବେଳେ ଏଥିରେ ଥିବା ୧୩ ଭାରତୀୟଙ୍କ ସହ ୧୪ ନାବିକ ସୁରକ୍ଷିତ ଉଦ୍ଧାର…

ରାମ ଦରବାରରେ ବନ୍ଦ ହେଲା ଭିଆଇପି ଦର୍ଶନ ବ୍ୟବସ୍ଥା

ଅଯୋଧ୍ୟା : ରାମ ଭକ୍ତଙ୍କ ପାଇଁ ଖୁସି ଖବର । ଅଯୋଧ୍ୟା ରାମମନ୍ଦିରରେ ଶ୍ରଦ୍ଧାଳୁଙ୍କ ସୁବିଧାକୁ ଧ୍ୟାନରେ ରଖି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ରାମ ଦରବାର ଦର୍ଶନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ କରାଯାଇଛି । ଏବେ ରାମମନ୍ଦିର ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସ୍ୱତନ୍ତ୍ର…