ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା, ୪ ଗିରଫ
ବ୍ରହ୍ମପୁର : ବ୍ରହ୍ମପୁର ଗୋଳନ୍ଥରା ଥାନା ଅଞ୍ଚଳରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ୪ ଗିରଫ। ଅଭିଯୁକ୍ତଙ୍କୁ ଗିରଫ କଲା ଗୋଳନ୍ଥରା ଥାନା ପୋଲିସ। ଦୁଇ ଦିନ ଧରି ତିନୋଟି ସ୍ଥାନରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିଲେ ୪ ଜଣ ଅଭିଯୁକ୍ତ। ଗଣଦୁଷ୍କର୍ମ ପରେ ଆତ୍ମଗୋପନ କରିଥିଲେ!-->…