ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ କନ୍ଧମାଳ ଗସ୍ତ : ଉଦଘାଟିତ ହେବ ବହୁ ପ୍ରତିକ୍ଷୀତ ମେଡିକାଲ କଲେଜ

କନ୍ଧମାଳ : ଆଦିବାସୀ ଅଧୁଷିତ ବହୁଳ କନ୍ଧମାଳ ଜିଲ୍ଲା ଫୁଲବାଣୀ କୁ ୭ ତାରିଖ ଶନିବାର ଦିନିକିଆ ଗସ୍ତରେ ଆସୁଛନ୍ତି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥି ପାଇଁ ଜିଲ୍ଲା ପ୍ରଶାସନ ଚଳଚଞ୍ଚଳ ହେବା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହି…

ସିଏମଓ ଅଫିସ ନାଁ କହି ଠକେଇ, ଇଞ୍ଜିନିୟରଙ୍କଠାରୁ ୨ ଲକ୍ଷ ଠକିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର: ସିଏମଓ ଅଫିସ ନାଁ କହି ଠକେଇ। ଇଞ୍ଜିନିୟରଙ୍କଠାରୁ ୨ ଲକ୍ଷ ଠକିନେଲେ ଦୁର୍ବୃତ୍ତ । ଠକେଇ ଶିକାର ହୋଇଛନ୍ତି ଅନୁଗୁଳ ରାସ୍ତା ଓ କୋଠାବାଡି ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରତାପ ହରିପାଲ । ଜଣେ ବ୍ୟକ୍ତି ନିଜକୁ ସିଏମଓ ଅଫିସର କର୍ମଚାରୀ ପରିଚୟ ଦେଇ ୨ ଲକ୍ଷ ନଦେଲେ ତାଙ୍କୁ…

ଆକ୍ସନ ମୋଡରେ ପୁରୀ ପୋଲିସ, ବନ୍ଧୁକ ସହ ୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ପୁରୀ: ଆକ୍ସନ ମୋଡରେ ପୁରୀ ପୋଲିସ । ବନ୍ଧୁକ ସହ ୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ । ସଙ୍ଗଠିତ ଅପରାଧ ମାମଲାକୁ ନେଇ ୬ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରାଯାଇଛି। ପୋଲିସର ସ୍ବତନ୍ତ୍ର ସ୍କ୍ୱାର୍ଡ ଦ୍ଵାରା ୬ ଟି ଦେଶି କଣ୍ଟ୍ରି ମେଡ୍ ବନ୍ଧୁକ, ୬ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଏବଂ ୨୦ ରୁ…

ଯୋଗାଣ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣା

କଟକ: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ବାରଙ୍ଗ ଥାନା ଷଣ୍ଢପୁର ଛକ ନିକଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ରାସ୍ତାରେ ଏକ ଟ୍ରକ୍‌ ସହ ମନ୍ତ୍ରୀଙ୍କ କାର୍ ଟି ଧକ୍କା ହେବା ପରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ କାହାରି କୌଣସି କ୍ଷତି ହୋଇନଥିବା…

ଭାରତ ଛାଡିବା ପୂର୍ବରୁ ଅରୁଣ ଜେଟଲୀଙ୍କ ପରାମର୍ଶ ନେଇଥିଲେ ବୋଲି କହିଲେ ମାଲ୍ୟା

ନୂଆଦିଲ୍ଲୀ: ଦେଶରୁ ହଜାର ହଜାର କୋଟି ଟଙ୍କା ନେଇ ପଳାଇ ଯାଇଥିବା ବ୍ୟବସାୟୀ ବିଜୟ ମାଲ୍ୟ ଗୋଟିଏ ସପ୍ତାହ ହେବ ବେଶ୍ ଚର୍ଚ୍ଚାରେ ଅଛନ୍ତି । ଏକ ପୋଡକାଷ୍ଟରେ ବିଜୟ ମାଲ୍ୟ ଯେଉଁ ବୟାନ ଦେଇଛନ୍ତି ତାହା ଏବେ ଭାରତୀୟ ରାଜନୀତି ଉପରେ ଗଭୀର ପ୍ରଭାବ ପକାଇପାରେ । ଏହି ଆଲୋଚନା ସମୟରେ ସେ…

ଭୁବନେଶ୍ବର ଲୋୟର ପିଏମଜିରେ ଶିକ୍ଷକଙ୍କ ରଣହୁଙ୍କାର, ଚାକିରି ସ୍ଥାୟୀ ଦାବି କରି ଆନ୍ଦୋଳନ

ଭୁବନେଶ୍ୱର : ରାଜରାସ୍ତାରେ ଶିକ୍ଷକଙ୍କ ଗର୍ଜନ । ୨ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ କନିଷ୍ଠ ଶିକ୍ଷକ । ହାତରେ ଚକ୍ ବଦଳରେ ପ୍ଲାକାର୍ଡ, ଶିକ୍ଷାଦାନ ପରିବର୍ତ୍ତେ ହକ୍ ଆଉ ଅଧିକାର ପାଇଁ ଚାଲିଛି ଲଢେଇ । ଏନେଇ ଭୁବନେଶ୍ବର ଲୋୟର ପିଏମଜିରେ ରଣହୁଙ୍କାର ଦେଉଛନ୍ତି କନିଷ୍ଠ…

ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌ଙ୍କ ପରଲୋକ

ବରଗଡ଼: ପରଲୋକରେ ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ମହମ୍ମଦ ରଫିକ୍‌ । ଶୁକ୍ରବାର ସକାଳ ପ୍ରାୟ ୬ଟା ୩୦ମି ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ସେ କିଛିଦିନ ହେଲା ରକ୍ତ ଶର୍କରା ଜନିତ…

କୁକୁଡା ଗାଲି(ଜୁଆ ଖେଳ) ଚଢ଼ାଉ ବେଳେ ୭ ମୋଟର ସାଇକେଲ ସହ ଛେଳି ଜବତ…

ମାଲକାନଗିରି :ମାଲକାନଗିରି ଜିଲ୍ଲା ଗଉଡଗୁଡା ନିକଟରେ କୁକୁଡା ଗାଲି ଓ ଜୁଆ ଖେଳ ଚାଲିଥିବା ବେଳେ ମାଲକାନଗିରି ପୋଲିସ ପକ୍ଷରୁ ଚଢାଉ କରି ଗୋଟିଏ ଛେଳିକୁ ଅଟକ ରଖିବା ସହ ଅନେକ ସାମଗ୍ରୀ ଜବତ କରାଯାଇଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ ମାଲକାନଗିରି ସଦର ଥାନା ଅନ୍ତର୍ଗତ ଗଉଡଗୁଡା ନିକଟରେ…

ଡାଙ୍ଗସୋରଡା ଫରେଷ୍ଟ ସେକ୍ସନ ପକ୍ଷରୁ ପାଳିତ ହେଇଯାଇଛି ବିଶ୍ବ ପରିବେଶ ଦିବସ…

ବିଷମକଟକ : ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ରେ ଆଜି ମୁନିଗୁଡା ବନାଞ୍ଚଳ ରାୟଗଡ଼ା ବନଖଣ୍ଡ ଅଧିନରେ ଡାଙ୍ଗସୋରଡା ଫରେଷ୍ଟ ସେକ୍ସନ ତରଫରୁ ବିଶ୍ଵ ପରିବେଶ ଦିବସ ପାଳିତ ହୋଇଯାଇଛି। ଆଜି ବିଶ୍ବ ପରିବେଶ ଦିବସ ବିଶ୍ବ ପାଳନ କରୁଥିବା ବେଳେ ରାୟଗଡ଼ା ଜିଲ୍ଲା ର ୧୧ ଗୋଟି ବ୍ଲକ ର ଚନ୍ଦ୍ରପୁର…