ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକରଙ୍କୁ ରେଲୱେ ଷ୍ଟେସନରୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର: ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକର ଅଟକ ରଖିଛି ରାୟଗଡା ପୋଲିସ । ରାୟଗଡା ରେଳ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ବିଶ୍ଵ ପରିବେଶ ଦିବସରେ ପ୍ରାକୃତିକ ସମ୍ପଦ ସମାବେଶରେ ଯୋଗଦେବାକୁ କାଶୀପୁର ବ୍ଲକର ସୁଙ୍ଗେର ହାଟପଦାଯାଉଥିବା ବେଳେ ପୋଲିସ ଉଠାଇ ନେଇଛି । …

କୋରାପୁଟ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ, ସହିଦ ଲକ୍ଷ୍ମଣ ନାୟକ ହସ୍ପିଟାଲରେ ମୃତ୍ୟୁ ଘଟଣାର କରିବେ ସ୍ଥିତି ଅନୁଧ୍ୟାନ

କୋରାପୁଟ: ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬ ରୋଗୀ ମୃତ୍ୟୁ ଘଟଣାରେ ଅନୁଧ୍ୟାନ ପାଇଁ ମେଡିକାଲ ଯିବେ ସ୍ବାସ୍ଥ୍ୟମନ୍ତ୍ରୀ। କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଲା ତାର ସମୀକ୍ଷା କରିବେ। ମେଡିକାଲର ସମସ୍ତ କର୍ମଚାରୀଙ୍କୁ ଘଟଣା ନେଇ ପଚରାଉଚରା କରିବେ। ସେହିପରି ଏହି…

ରାଜ୍ୟରେ ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କାୟା ବିସ୍ତାର କରୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୪ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବାବେଳେ,…

ପାକିସ୍ତାନର ୫ ଲକ୍ଷ ମୁସଲମାନ ଇଦ୍ ପାଳନ କରିବେ ନାହିଁ: ମରିୟମ ସରକାରଙ୍କ କଡ଼ା ଆଇନ

ଇସଲାମାବାଦ: ପାକିସ୍ତାନରେ ପ୍ରାୟ ୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଅହମଦିଆ ମୁସଲିମ୍ ସମ୍ପ୍ରଦାୟକୁ ଏଥର ବକ୍ରିଇଦ୍ ପାଳନ କରିବାକୁ ଅନୁମତି ଦିଆଯିବ ନାହିଁ। ମରିୟମ ନୱାଜ ସରକାରଙ୍କ ଅଧୀନରେ ଥିବା ଲାହୋର ହାଇକୋର୍ଟ ବାର ଆସୋସିଏସନ ପଞ୍ଜାବ ପୁଲିସକୁ ଏକ ଚିଠି ଲେଖି କଡ଼ା ନିର୍ଦ୍ଦେଶ ଦେଇଛି ଯେ,…

ରକ୍ତ ଅଭାବରୁ ନାବାଳକର ମୃତ୍ୟୁ ! ନ୍ୟାୟ ଦାବିରେ ଧାରଣାରେ ବସିଲେ ପରିବାର

ରାୟଗଡ଼ା: ଆବଶ୍ୟକ ସମୟରେ ଓଡ଼ିଶା ରକ୍ତ କେନ୍ଦ୍ର ରାୟଗଡ଼ାରୁ ରକ୍ତ ନମିଳିବାରୁ ଜଣେ ନାବାଳକର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ବର୍ଗ। ମୃତ ନାବାଳକ ହେଲେ ରାଜୀବ ଟାକିରି (୯)। ସେ ଜ୍ୱରରେ ପୀଡ଼ିତ ଥିବାରୁ ପରିବାର ଲୋକେ ତାଙ୍କୁ ଗତକାଲି ସକାଳ ୯ ଟା ସମୟରେ ଜିଲ୍ଲା…

ଉମରକୋଟରେ ରାଇଘର ବିକ୍ରେତାଙ୍କ ୨୯ଲକ୍ଷ ଟଙ୍କାର ବିହନ ଜବତ

ଉମରକୋଟ : ଆଜି ନବରଙ୍ଗପୁର କୃଷି ବିଭାଗ ତରଫରୁ ଜିଲ୍ଲାସ୍ତରୀୟ ନିରୀକ୍ଷଣ ଟିମ ଉମରକୋଟ ନିକଟସ୍ଥ ଟିକାଲପଦର ଠାରେ ଚଢ଼ାଉ କରିଥିଲେ। ରାଇଘରର ଦେବବ୍ରତ ବରୋଇ,ଅଧିକୃତ ବିହନ ବିକ୍ରେତା ଜୟଗୁରୁ ପେଷ୍ଟିସାଇଡ଼ସଙ୍କ ଚିକଲପଦର ଠାରେ ଏକ ଅନଧିକୃତ ଗୋଦାମରେ ୨୭୦ବସ୍ତା ଶଙ୍କର ଜାତୀୟ ଧାନ ଓ ମକା…

ଦାସକାଠିଆ ସଂଘର କାର୍ଯ୍ୟକାରିଣୀ ବୈଠକ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘର ଷଷ୍ଠ ବାର୍ଷିକୋତ୍ସବ ଅବସରରେ ଜୁଲାଇ ଦୁଇ ତାରିଖ "ଲୋକ କଳା ଦାସକାଠିଆ ସମାବେଶ"ରେ ଅଂଶ ଗ୍ରହଣ ନିମନ୍ତେ "ନିଖିଳ ଉତ୍କଳ ଦାସକାଠିଆ କଳାକାର ସଂଘ" ଏକ କାର୍ଯ୍ୟକାରିଣୀ ବୈଠକ ଭାବନ୍ଧ ପାଗଳବାବା ଆଶ୍ରମ ସ୍ଥିତ ସଂଘ କାର୍ଯ୍ୟାଳୟ ପରିସରରେ…

ବ୍ଲକ କଳାସଂସ୍କୃତି ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ କଳା ସଂସ୍କୃତି ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଶୁଭ୍ରାଞ୍ଜଳୀ ପ୍ରଧାନଙ୍କୁ ଏକ ଆଠ ଦଫା ଦାବି ପତ୍ର ପ୍ରଦାନ କରିଛନ୍ତି। ଦାବି ଗୁଡ଼ିକ ଭିତରେ ଜିଲ୍ଲାରେ ଥିବା କଳାକାର ମାନଙ୍କ ଭତ୍ତା…

ଟିପର ଧକ୍କାରେ ବାଇକ ଆରୋହୀ ମୃତ

ମାଲକାନଗିରି, ୪/୬ ଟିପର ଧକ୍କା ରେ ବାଇକ ଆରୋହୀ ଜଣେ ଯୁବକ ର ଘଟଣା ସ୍ଥଳ ରେ ମୃତଘଟି ଥିବା ବେଳେ , ଘଟଣା ସ୍ଥଳ ରେ ଚାପା ଉତେଜନା ଦେଖା ଦେଇଥିଲା, ଆଜି ସକାଳେ ମାଲକାନଗିରି କାଲିମେଳା ୩୨୬ ନମ୍ବର ଜାତୀୟ ରାଜପଥ ଜିଲ୍ଲା ହସ୍ପିଟାଲ ସମ୍ମୁଖ ରେ ଟିପର ବାଇକ ଆରୋହୀ କୁ ଧକା ଦେଇ ଛାତି ଉପରେ…

ଢେଙ୍କାନାଳ ହେବ ଓଡ଼ିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲା: ୨୬ ହଜାର ଯୁବକ ଯୁବତୀ ପାଇବେ ନିଯୁକ୍ତି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ପ୍ରାୟ…