ପୁଣି ବଦଳିଲା ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର, ଜୁନ୍ ୭ ତାରିଖ ଆବେଦନର ଶେଷ ତାରିଖ
ଭୁବନେଶ୍ୱର : ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ ବୋଲି ପୂର୍ବରୁ ନିର୍ଦ୍ଦେଶ ରହିଥିଲା ।
ପୂର୍ବରୁ ଆବେଦନର ଶେଷ!-->!-->!-->…