ରାଇକିଆ ଜୀବନଜ୍ୟୋତି ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କ ଦାୟିତ୍ଵ ଗ୍ରହଣ
ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଜୀବନଜ୍ୟୋତି ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଅର୍ଥନୀତି ବିଭାଗ ପ୍ରାଧ୍ୟାପକ ଉମାକାନ୍ତ ରଥ ଦାୟିତ୍ଵ ଗ୍ରହଣ କରିଛନ୍ତି । ଗତ ମେ ମାସ ୩୧ ତାରିଖରେ ଅଧ୍ୟକ୍ଷ ଦାୟିତ୍ଵରେ ଥିବା ପ୍ରାଧ୍ୟାପକ ପ୍ରଭାକର ରାଜୁ ଅବସର ଗ୍ରହଣ କରିବା!-->…