ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଇ ପଦ ହରାଇଲେ ବିଧାୟକ
ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଇ ପଦବୀ ହରାଇଛନ୍ତି ବିଧାୟକ ଆବ୍ବାସ ଅନସାରୀ। ଉତ୍ତରପ୍ରଦେଶର ମାଉ ବିଧାୟକ ଅବ୍ବାସ ହେଉଛନ୍ତି ପୂର୍ବତନ ବିଧାୟକ ତଥା ଗ୍ୟାଙ୍ଗଷ୍ଟର ମୁଖତାର ଅନସାରୀଙ୍କ ପୁଅ। ଅବ୍ବାସ ସୁହେଲଦେବ ଭାରତୀୟ ସମାଜ ପାର୍ଟିରୁ ପ୍ରାର୍ଥୀ ହୋଇ ମାଉ ବିଧାନସଭା ଆସନରୁ ନିର୍ବାଚିତ!-->…