ଏଣିକି ଗୋଟିଏ ସିଟିଂରେ ହେବ ନିଟ୍‌-ପିଜି ପରୀକ୍ଷା -ସୁପ୍ରିମ ନିଷ୍ପତ୍ତି

ନୂଆଦିଲ୍ଲୀ : ଏଣିକି ଗୋଟିଏ ସିଟିଂରେ ହେବ ନିଟ୍‌-ପିଜି ପରୀକ୍ଷା । ନିଟ୍‌-ପିଜି ପରୀକ୍ଷାକୁ ନେଇ ଶୁକ୍ରବାର ସର୍ବୋଚ୍ଚନ୍ୟାୟାଳୟ ଏହି ବଡ ନିଷ୍ପତ୍ତି ନେଇଛନ୍ତି। ମାମଲାର ଶୁଣାଣି କରି ଏନବିଟିକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୨ଟି ସିଟିଂରେ ପରୀକ୍ଷା କରିବାକୁ ଏନବିଟିର ଆବେଦନକୁ…

ପୁରୀରେ ଜାତୀୟ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫ ଅନୁଷ୍ଠିତ

ପୁରୀ:ରାଜ୍ୟ ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ବିଭାଗ କେନ୍ଦ୍ର ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟର ସହଯୋଗରେ ଆଜି ପୁରୀରେ ୨ଦିନିଆ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫ର ଉଦଘାଟନ ସମାରୋହ ଅନୁଷ୍ଠିତ କରିଛି । ଏହି ଦୁଇଦିନିଆ ଜାତୀୟସ୍ତରୀୟ କାର୍ଯ୍ୟକ୍ରମରେ ଶିଶୁ ସୁରକ୍ଷା…

ସିଆରପିଏଫ ତରଫରୁ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ୧୨୭ ବିଏନ, ସିଆରପିଏଫ ତରଫରୁ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ -୨୦୨୫ ପାଳନ କରାଯାଇଥିଲା। ଯୋଗ ଅଭ୍ୟାସ ଏବଂ ଏହାର ଲାଭ ପାଇଁ ସମର୍ପିତ ଏକ ବିଶ୍ୱବ୍ୟାପୀ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ୧୨୭ ବାଟାଲିଆନ୍ କମାଣ୍ଡାଣ୍ଟ ପଙ୍କଜ ବର୍ମା,…

ଅଡ଼ୁଆରେ ଅରଶଦ ଓ୍ବାରସି, ଠକେଇ ଅଭିଯୋଗରେ ସେବିର ବଡ଼ କାର୍ଯ୍ୟାନୁଷ୍ଠାନ

ମୁମ୍ବଇ: ଏକ ଗମ୍ଭୀର ଆର୍ଥିକ ଠକେଇ ମାମଲାରେ ଫସିଛନ୍ତି ବଲିଉଡ଼ ଅଭିନେତା ଅରଶଦ ଓ୍ବାରସି। ଷ୍ଟକ୍ ବଜାରରେ ହେରଫେର ଅଭିଯୋଗରେ ଅରଶଦ ଓ୍ବାରସି, ତାଙ୍କ ପତ୍ନୀ ମାରିଆ ଗୋରେଟ୍ଟୀ ଏବଂ ଅନ୍ୟ ୫୭ ଜଣଙ୍କ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ସିକ୍ୟୁରିଟିଜ୍‌ ଆଣ୍ଡ୍‌ ଏକ୍ସଚେଞ୍ଜ…

ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ାରେ ପୁଣି କ୍ରାଇମବ୍ରାଞ୍ଚ ଟିମ୍‌ର ଖୋଳତାଡ଼

ଝାରସୁଗୁଡ଼ା: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁନଃ ତଦନ୍ତ ଆରମ୍ଭ ହୋଇଛି। ଆଜି ଝାରସୁଗୁଡ଼ାରେ ପହଞ୍ଚି କ୍ରାଇମବ୍ରାଞ୍ଚ ଟିମ୍ ଖୋଳତାଡ଼ ଆରମ୍ଭ କରିଛି । ଝାରସୁଗୁଡ଼ାରେ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସପି ବିଜୟ ମଲ୍ଲିକଙ୍କ ନେତୃତ୍ୱରେ…

ଅପରେସନ ସିନ୍ଦୂରରେ ପୁଞ୍ଚରେ ପ୍ରାଣ ହରାଇଥିବା ପରିବାରକୁ ନିଯୁକ୍ତି ପତ୍ର ବାଣ୍ଟିଲେ ଅମିତ ଶାହ

ଜମ୍ମୁ-କାଶ୍ମୀର ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ପୁଞ୍ଚରେ ପହଞ୍ଚିବା ପରେ ଗୁଳିବର୍ଷାରେ ପ୍ରଭାବିତ ଲୋକଙ୍କୁ ଭେଟିଛନ୍ତି । ଏଠାରେ ପାକିସ୍ତାନ ଉପରେ ବର୍ଷିଛନ୍ତି ଅମିତ ଶାହ । ସେ କହିଛନ୍ତି ଯେ ପାକିସ୍ତାନ ନିରୀହ ଲୋକଙ୍କ ଉପରେ ଆକ୍ରମଣ କରିଥିଲା । ସାଧାରଣ ନାଗରିକ ଏବଂ…

ଖୁଵଶୀଘ୍ର ବୈଷୟିକ ଶିକ୍ଷାରେ ପଛୁଆ ବର୍ଗଙ୍କୁ ମିଳିବ ସଂରକ୍ଷଣ :ମନ୍ତ୍ରୀ

ଭୁବନେଶ୍ୱର : ଖୁଵଶୀଘ୍ର ବୈଷୟିକ ଶିକ୍ଷାରେ ପଛୁଆ ବର୍ଗଙ୍କୁ ମିଳିବ ସଂରକ୍ଷଣ। ଏନେଇ ଅନୁଧ୍ୟାନ କରୁଛନ୍ତି ସରକାର। ଖୁଵଶୀଘ୍ର ନିଆଯିବ ନିଷ୍ପତ୍ତି। ଏହି ସୂଚନା ଦେଇଛନ୍ତି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁ। ନିକଟରେ ଉଚ୍ଚଶିକ୍ଷାରେ ପଛୁଆ ବର୍ଗଙ୍କୁ 11.25 ପ୍ରତିଶତ ସଂରକ୍ଷଣ ଦେବାକୁ…

କଟକରେ ପ୍ରଥମ କୋଭିଡ୍ ସଂକ୍ରମିତ ଚିହ୍ନଟ

କଟକ: ପୁଣି ଫେରିଛି କୋରୋନା ଡର । କୋରୋନାର ନୂଆ ଭାଇରସ୍ ଭାରତରେ ତାର କାୟା ମେଲାଇଛି । ଏହା ଭିତରେ ରାଜ୍ୟର ରାଜଧାନୀ ଭୁବନେଶ୍ୱରରୁ ପ୍ରଥମେ କୋରୋନାର ପ୍ରଥମ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଜି କଟକରେ ପ୍ରଥମ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛି । ତେବେ ସଂକ୍ରମିତ ଆକ୍ରନ୍ତ ଜଣକ ୪୫…

ଅପରେସନ ସିନ୍ଦୂର ଶେଷ ହୋଇନାହିଁ ; ସେନା ଆତଙ୍କବାଦୀ ବିରୋଧରେ ଲଢ଼େଇକୁ ତିନିଟି ସୂତ୍ରରେ ବାଣ୍ଟିଛି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର କାନପୁରଗସ୍ତରେ ଅଛନ୍ତି। ଶୁକ୍ରବାର ମୋଦୀ ସେଠାରେ ୪୭,୬୦୦କୋଟିର ୧୭ଟି ପରିଯୋଜନାର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଏଥିରେ ରେଳବ୍ରିଜ, ଅଗ୍ନିଶମ କେନ୍ଦ୍ର ଓ ଟ୍ରିଟମେଣ୍ଟ ପ୍ଲାଣ୍ଟ ଭଳି ପରିଯୋଜନା ଅନ୍ତର୍ଭୁକ୍ତ ରହିଛି। …

ଉଦ୍ଧାର ହେଲା ୪ ଟନ ବିସ୍ଫୋରକ ସାମଗ୍ରୀ, ସୁରକ୍ଷା ବାହିନୀ-ମାଓବାଦୀଙ୍କ ଗୁଳିବିନିମୟ ଜାରି…

ସୁନ୍ଦରଗଡ଼ //ବଣାଇ : ଉଦ୍ଧାର ହୋଇଛି ଲୁଟ ହୋଇଥିବା ୪ ଟନ ବିସ୍ଫୋରକ ସାମଗ୍ରୀ । ସୁନ୍ଦରଗଡ଼ ଜିଲ୍ଲା କେ ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥରଖଣିକୁ ପହଞ୍ଚିବା ପୂର୍ବରୁ ଗତ ୨୭ ତାରିଖ ଦିନ ଲୁଟ୍‌ ହୋଇଥିଲା ବିପୁଳ ପରିମାଣ ବିସ୍ଫୋରକ ସାମଗ୍ରୀ । ଆଜି ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରୁ…