ଦମ୍ ଅଛି ତ ଆସନ୍ତାକାଲି ନିର୍ବାଚନ ତାରିଖ ଘୋଷଣା କର : ମମତା
କୋଲକାତା: ମୋଦୀଙ୍କ ଉପରେ ବର୍ଷିଲେ ମମତା । ପଶ୍ଚିମବଙ୍ଗ ସରକାରଙ୍କୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ କଟୁ ସମାଲୋଚନା ପରେ ତାତିଛନ୍ତି ଦିଦି । ପ୍ରେସମିଟ୍ କରି ପଶ୍ଚିମବଙ୍ଗ ମୁଖ୍ଯମନ୍ତ୍ରୀ ମମତା ବାନାର୍ଜୀ ମୋଦୀଙ୍କୁ ପାଲଟା ଆକ୍ରମଣ କରିଛନ୍ତି ଆଉ ସିଧା ସିଧା ନିଶାନା କରି କହିଛନ୍ତି-!-->…