ପଡିଆ ବ୍ଲକଠାରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ
ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୁଖ୍ୟତଃ ପଡିଆ ମୁଖ୍ୟ ବଜାରର ସଫେଇ, ଅଣ ଜଳସେଚିତ ଅଞ୍ଛଳରେ କେନାଲ ନିର୍ମାଣ ସହ ଜଳସେଚନ!-->…