ବାଲିଗୁଡା ରେ ଲଘୁଚାପ ଜନିତ ଲଗାଣ ବର୍ଷା, ଚାଷୀଙ୍କ ମୁହଁରେ ହସ : ଗରମ ଗୁଳୁଗୁଳିରୁ ଆଶ୍ବସ୍ତି
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ଲଘୁଚାପ ଜନିତ ଲଗାଣ ବର୍ଷା ମଙ୍ଗଳବାର ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦେଖିବାକୁ ମିଳିଛି। ଏପରିକି ଏହା ପ୍ରାକ ମୌସୁମୀ ବର୍ଷା ବୋଲି ମଧ୍ୟ କୁହାଯାଉଛି। ଅଞ୍ଚଳରେ ଗତ କିଛି ଦିନ ହେଲା ଗରମ ସାଙ୍ଗକୁ ଗୁଳୁଗୁଳି ରହିଥିବା!-->…