ବାଂଲାଦେଶ ସୀମାରେ ଯୁଦ୍ଧ ସ୍ଥିତି! ଏୟାରବେସ୍ ଆକ୍ଟିଭ୍ କଲା ଭାରତ
ନୂଆଦିଲ୍ଲୀ,୨୭।୫: ବାଂଲାଦେଶର ଚାଇନା ସହ ବଢୁଥିବା ସମ୍ପର୍କକୁ ମୁକାବିଲା କରିବା ପାଇଁ ଭାରତ ଅରୁଣାଚଳ ପ୍ରଦେଶରେ ଥିବା ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ବ୍ୟବହୃତ ବିଜୟନଗର ଏୟାରବେସ୍କୁ ପୁଣିଥରେ ସକ୍ରିୟ କରିବାକୁ ଯୋଜନା କରୁଛି। ଏହି ଏୟାରବେସ, ଯାହା ଚାଙ୍ଗ ଜିଲ୍ଲାରେ ଅବସ୍ଥିତ।!-->…