୬୫ କୋଟି ଦୁର୍ନୀତିରେ ଫସିଲେ ବଲିଉଡ ଅଭିନେତା, ସମନ ଜାରି କଲା ଇଓଡବ୍ଲ୍ୟୁ
୬୫ କୋଟି ଟଙ୍କାର ଦୁର୍ନୀତିରେ ଫସିଛନ୍ତି ବଲିଉଡ ଅଭିନେତା ଡିନୋ ମାରିଆ। ଏଥିପାଇଁ ମୁମ୍ବଇ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ତାଙ୍କୁ ସମନ ଜାରି କରିଛି। ଏହି ଦୁର୍ନୀତିରେ ସେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି।
ମହାରାଷ୍ଟ୍ରର ମିଠି ନଦୀରୁ ପଙ୍କୋଦ୍ଧାର କାର୍ଯ୍ୟ ପାଇଁ ଡ୍ରେଜିଂ!-->!-->!-->…