୫ ଦିନ ପ୍ରବଳ ବର୍ଷା ନେଇ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ୫ ଦିନ ପ୍ରବଳ ବର୍ଷା । ଆଜିଠାରୁ ୮ ତାରିଖ ଯାଏ ପୁରା ରାଜ୍ୟକୁ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । କାଲି ଅତିପ୍ରବଳ ବର୍ଷା…

ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି

ବ୍ରହ୍ମପୁର : ସ୍ବତନ୍ତ୍ର ଟ୍ରେନ ଯୋଗେ ବ୍ରହ୍ମପୁରରେ ପହଞ୍ଚିବା ପରେ କାର ଯୋଗେ ତପ୍ତପାଣି ଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି। ରାସ୍ତାରେ ଯିବା ବେଳେ ରାସ୍ତାରେ ଅଟକି ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି…

କାଞ୍ଜିପାଣି ଘାଟିରେ ଓଲଟିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ

ବାଂଶପାଳ: ଘାଟିରେ ଓଲଟିଲା ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଓଲଟିଲା ବସ୍ । ବସଟି ୩୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ କାଳିଆହତାରୁ କେନ୍ଦୁଝର ଆସୁଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଦୁର୍ଘଟଣାରେ ବସଟି ଭାଙ୍ଗିରୁଜି ଯାଇଥିବାବେଳେ…

ଚିଲିକାରେ ପଶିଲା ପ୍ରଥମ ବନ୍ୟାଜଳ, କମୁଛି ଜଳବନ୍ଦୀଙ୍କ ଚିନ୍ତା

ବ୍ରହ୍ମଗିରି: ଚିଲିକାରେ ପଶିଲା ପ୍ରଥମ ବନ୍ୟା ଜଳ। ଚଳିତବର୍ଷର ପ୍ରଥମ ବନ୍ୟାଜଳ ଚିଲିକାରେ ପ୍ରବେଶ କରିଛି।ପୁରୀ ଜିଲ୍ଲା କଣାସ ବ୍ଲକ ବଡଗୋଠ ଦେଇ ବନ୍ୟା ଜଳ ଚିଲିକା ମଧ୍ୟକୁ ଯାଉଛି। ବଡ ଗୋଠରେ ତ୍ରିବେଣୀ ଘାଟରେ ଦୟା, ଭାର୍ଗବୀ ଓ ଲୁଣା ନଦୀର ଜଳ ଏକାଠି ହୋଇ ପ୍ରଖର ସ୍ରୋତରେ…

ବନ୍ଧୁକ ମୁନରେ ଘରୁ ଲୁଟିଲେ ଅଳଙ୍କାର ଓ ଲକ୍ଷାଧିକ ଟଙ୍କା

ଭଦ୍ରକ: ବନ୍ଧୁକ ମୁନରେ ଲୁଟ୍ । ଆକୁଆ ରାମ ମାଛ ନେବା ବାହାନାରେ ଘରେ ପଶିଲେ। ପରିବାର ଲୋକଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲଉଟି ନେଲେ ଲକ୍ଷାଧିକ ଟଙ୍କା । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଜଗଦଳପୁର ପଞ୍ଚାୟତର ଜୁରାଗଡିଆ ଗ୍ରାମରେ ଚାଞ୍ଚଲ୍ୟ। ଗତକାଲି ରାତି ପ୍ରାୟ ୯ଟା ବେଳକୁ ଗ୍ରାମର…

ସମିତି ସଭ୍ୟଙ୍କ ସନ୍ଦେହଜନକ ମୃତ୍ୟୁ, ପତ୍ନୀ ଆଣିଲେ ହତ୍ୟା ଅଭିଯୋଗ

ଢେଙ୍କାନାଳ: ସମିତି ସଭ୍ୟଙ୍କ ସନ୍ଦେହ ଜନକ ମୃତ୍ୟୁ । ଢେଙ୍କାନାଳ ସଦର ଥାନା ଚନ୍ଦ୍ରଶେଖର ପ୍ରସାଦ ପଞ୍ଚାୟତ ଝୁମ୍ପୁଡିଆ ଗାଁର ସମିତି ସଭ୍ୟ ୩୮ ବର୍ଷୀୟ ରବିନାରାୟଣ ବେହେରାଙ୍କ ସନ୍ଦେହଜନକ ମୃତ୍ୟୁ। ଜାଣିଶୁଣି ତାଙ୍କର ସମ୍ପର୍କୀୟଙ୍କ ପରିବାର ଲୋକେ ରବିଙ୍କୁ ମାରି ଦେଇ ଏହାକୁ ସାଧାରଣ…

ରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଭୟଭୀତ

ନୂଆପଡ଼ା: ରାସ୍ତା ଉପରେ ବୁଲୁଛି କଲରାପତରିଆ ବାଘ । ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟର ଜାମଗାଁ ସୁନାବେଡ଼ା ମୂଖ୍ୟ ରାସ୍ତାରେ କଲରାପତରିଆ ବୁଲୁଛି ବାଘ । ବାଘ ବୁଲୁଥିବା ଦେଖି ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡିଛନ୍ତି। କିଛି ଯୁବକ ଜାମଗାଁରୁ ସୁନାବେଡ଼ାକୁ ଚାରିଚକିଆ ଗାଡ଼ିରେ…

ହାତୀ ଆକ୍ରମଣରେ ଯୁବକ ମୃତ

ପାଟଣା : ପାଟଣା ବନାଞ୍ଚଳ ତଥା ଘଟଗାଁ ବ୍ଲକ ଅନ୍ତର୍ଗତ ମୁକ୍ତାପୁର ପଞ୍ଚାୟତ ରାମଚନ୍ଦ୍ରପୁର ନିକଟରେ ଥିବା ହାତୀ ପଲଙ୍କ ମଧ୍ୟରୁ ୨ଟି ଦନ୍ତା ହାତୀ ଗତକାଲି ଅପରାହ୍ନ ୩ଟା ସମୟରେ ଦଳରୁ ବାହାରି ପାଖରେ ଥିବା ବୋଇତାଳୁ ଚାଷ ଜମିରେ ପଶି ଖାଇବା ସମୟରେ ଏହି ୨ ଦନ୍ତା କୁ ଘଉଡ଼ାଇବା ପାଇଁ…

ପାଚିକା ଓ ସହାୟିକାଙ୍କୁ ନେଇ ଖାଦ୍ୟ ନିରାପତ୍ତା ଓ ସ୍ୱଛତା ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ପି. ଏମ ପୋଷଣ ଓ ଏମ. ଏସ ପୋଷଣ ଯୋଜନାରେ କାର୍ଯ୍ୟରତ ପାଚିକା ଓ ପାଚିକା ସହାୟିକାଙ୍କ ପାଇଁ ଏକ ଦିବସୀୟ ଖାଦ୍ୟ ନିରାପତ୍ତା ଓ ସ୍ୱଛତା ପ୍ରଶିକ୍ଷଣ ଶିବିର ପର୍ଯ୍ୟାୟ କ୍ରମେ ବାଲିଗୁଡା, ବାଟାଗୁଡା ଓ ବାରଖମା…

ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ

ଭୁବନେଶ୍ୱର: ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା ଲକ୍ଷ୍ୟକୁ ସାକାର କରିବା ଦିଗରେ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ। ରାଜ୍ୟକୁ କେନ୍ଦ୍ରୀୟ ସହାୟତା ଓ ଋଣ ମିଳିବା ପୂର୍ବରୁ…