ଦେଶରେ ହଜାରେ ଟପିଲା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ; ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସକାଳ ସୁଦ୍ଧା ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯ରେ ପହଞ୍ଚିଛି ବୋଲି ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେରଳ, ତାମିଲନାଡୁ, ତେଲେଙ୍ଗାନା, ଦିଲ୍ଲୀ ଓ ମହାରାଷ୍ଟ୍ରରେ ସଂଖ୍ୟା ଅଧିକ ବୋଲି…

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା, ୨୭ ରୁ ୩୦ ଯାଏ ହୋଇପାରେ ପ୍ରବଳରୁ ଅତି ବର୍ଷା

ଭୁବନେଶ୍ୱର : ଆସୁଛି ଲଘୁଚାପ । ୨୭ ରୁ ୩୦ ଯାଏ ପ୍ରବଳରୁ ଅତି ବର୍ଷା ସମ୍ଭାବନା । ୨୯ ରୁ ୧ ଯାଏ ବର୍ଷା ସହ ୫୦ କିମି ପବନ ବହିବାର ସମ୍ଭାବନାକୁ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ପାଇଁ ସତର୍କ କରାଇଛି ପାଣିପାଗ ବିଭାଗ । ଆସନ୍ତାକଲି ଅର୍ଥାତ୍ ୨୭ ତାରିଖ ରେ ପଶ୍ଚିମ…

ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୁଦ୍ଧ : ଗଜପତି ମହାରାଜା ଦିବ୍ୟ ସିଂହ ଦେବ

ପୁରୀ : ଦୀଘା ଜଗନ୍ନାଥଧାମ ନାମକରଣ ପରମ୍ପରା ବିରୁଦ୍ଧ । ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଚସ୍ତରୀୟ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ଜଗନ୍ନାଥ ଧାମ କହିଲେ କେବଳ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ପୁରୀକୁ ବୁଝାଏ । ଦୀଘା…

ବାଂଲାଦେସୀ ଅନୁପ୍ରବେଶ କାରୀ ଙ୍କୁ ପୋଲିସ ଜିମାରେ ଦେଲେ ଗ୍ରାମବାସୀ…

ମାଲକାନଗିରି : ସାରା ଦେଶରେ ପ୍ରମୁଖ ସମସ୍ଯା ଭାବେ ମୁଣ୍ଡ ଟେକିଥିବା ବାଂଲା ଅନୁପ୍ରବେଶ କାରୀଙ୍କୁ ଦେଶରୁ ବିତାଡିତ କରିବା ପାଇ ସରକାର ପ୍ରୟାସ ଆରମ୍ଭ କରିଥିବା ବେଳେ ବର୍ତମାନ ବଙ୍ଗଳାଦେଶି ଅନୁପ୍ରବେଶକାରି ଙ୍କ ଚିହ୍ନଟ କରାଯାଉଛି । ଏହି ସନ୍ଦର୍ଭରେ ମାଲକାନଗିରି ଜିଲ୍ଲାରେ ମଧ୍ୟ…

ପରିଚାଳନାରେ ଅନିୟମିତତ ଯୋଗୁଁ ଦେବୋତ୍ତର ବିଭାଗକୁ ଗଲା ଫତେଗଡ ରାମ ମନ୍ଦିର…

ନୟାଗଡ : ନୟାଗଡ଼ ଜିଲ୍ଲା ଫତେଗଡ଼ ମୌଜାରେ ଥ‌ିବା ଶ୍ରୀରାମ ମନ୍ଦିର ସରକାରଙ୍କ ଦେବୋତ୍ତର ବିଭାଗ ଅଧୀନକୁ ଆସିଛି । ୨୦୨୪ ଜାନୁଆରୀ ୨୨ରେ ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପ୍ରାଣପ୍ରତିଷ୍ଠା ସମୟରେ ଏହି ଶ୍ରୀରାମ ମନ୍ଦିରରେ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ, ଲକ୍ଷ୍ମଣ ଓ ମାତା ସୀତାଙ୍କ…

ଆସିକା ସିଆଳିଆ ରେ ସାଂସଦ ଓ ବିଧାୟକ ଗୋଷ୍ଠି ମୁହାଁ ମୁହିଁ :ଉଭେୟ ପକ୍ଷର କର୍ମୀଙ୍କ ମଧ୍ୟରେ ହାତାହାତି ପୋଲିସ ର…

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ଶାସକ ଦଳ ଭିତରେ ଗୋଷ୍ଠି କନ୍ଦଳ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ କବିସୂର୍ଯ୍ୟନଗର ବ୍ଲକ ର ସିଆଳିଆ ପଞ୍ଚାୟତରେ ରବିବାର ଦିନ ସାଂସଦ ଓ ବିଧାୟକଙ୍କ ଗୋଷ୍ଠି ମଧ୍ୟରେ ଛକାପଞ୍ଝା…

ପତିଭକ୍ତି ଓ ଦାମ୍ପତ୍ୟ ପ୍ରେମର ପ୍ରତୀକ – ସାବିତ୍ରୀ ବ୍ରତ

ଭାରତୀୟ ସଂସ୍କୃତି ଓ ପରମ୍ପରାରେ ବ୍ରତ ଏବଂ ଓଷା ଗୁଡ଼ିକର ଏକ ବିଶେଷ ସ୍ଥାନ ରହିଛି। ଏଗୁଡ଼ିକ କେବଳ ପୂଜାପାଠରେ ସୀମିତ ନ ରହି, ଆମ ଜୀବନଶୈଳୀ, ସାମାଜିକ ସମ୍ବନ୍ଧ ଏବଂ ନୈତିକ ମୂଲ୍ୟବୋଧକୁ ମଧ୍ୟ ପ୍ରତିଫଳିତ କରନ୍ତି। ଏହି ପରିପ୍ରେକ୍ଷୀରେ, ସାବିତ୍ରୀ ବ୍ରତ ବା ସାବିତ୍ରୀ ଅମାବାସ୍ୟା…

ରାମଚରିତ ମାନସ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଉଦଯାପିତ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ଭଗବତ କଥା ବିତରଣ ପରିଷଦ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସ୍ଥାନୀୟ ପୈାରାଞ୍ଚଳ ବୃନ୍ଦାବନ ବିଦ୍ୟାପିଠ ମିନି ଷ୍ଟାଡିୟମ ପରିସରରେ ଗତ ୧୬ ତାରିଖ ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଶନିବାର ଉଦଯାପିତ ହୋଇଯାଇଛି।‌…

ବିଜେପି ନେତାଙ୍କୁ ମୋଦୀଙ୍କ ତାଗିଦ, ଅପରେସନ ସିନ୍ଦୂର ସଂପର୍କରେ ଅନାବଶ୍ୟକ ବୟାନ ଦିଅନି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରେସନ ସିନ୍ଦୂର ଉପରେ ଅନାବଶ୍ୟକ ବୟାନ ଦେଇ ବିଜେପିର ଭାବମୂର୍ତ୍ତି ନଷ୍ଟ କରୁଥିବା ନେତାମାନଙ୍କୁ ତାଗିଦ କରିଛନ୍ତି। ସେ କହିଛନ୍ତି ଯେ ନେତାମାନେ ସେମାନଙ୍କର ଭାଷଣକୁ ନିୟନ୍ତ୍ରଣ କରିବା ଉଚିତ ଏବଂ ଅନାବଶ୍ୟକ ବୟାନରୁ ଦୂରେଇ ରହିବା ଉଚିତ।…